ଅର୍ଥ : ଢାଳିବା ବା ବହିବାପାଇଁ ପ୍ରବୃତ୍ତ କରିବା
ଉଦାହରଣ :
ଏହି ତେଲରେ ଝିଟିପିଟି ପଡ଼ିଯାଇଛି - ଏହାକୁ ନଳାରେ ଢାଳିଦିଅ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ତରଳ ପଦାର୍ଥକୁ ଗୋଟିଏ ପାତ୍ରରୁ ଅନ୍ୟ ପାତ୍ରରେ ଢାଳିବା
ଉଦାହରଣ :
ମା ଢାଳରୁ ଗ୍ଲାସକୁ ଦୁଧ ଢାଳୁଛି
ଅନ୍ୟ ଭାଷାରେ ଅନୁବାଦ :