ଅର୍ଥ : ଯାହା ଟଳିବ ନାହିଁ, ନିଶ୍ଚୟ ହିଁ ଘଟିବ
ଉଦାହରଣ :
ଜନ୍ମ ନେଉଥିବା ସବୁ ଜୀବର ମୃତ୍ୟୁ ଅବଶ୍ୟମ୍ଭାବୀ
ସମକକ୍ଷ : ଅନିବାର୍ଯ୍ୟ, ଅବଶ୍ୟମ୍ଭାବୀ, ନିଶ୍ଚିତ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେ ନିଷ୍ପତ୍ତି ବଦଳାଏ ନାହିଁ
ଉଦାହରଣ :
ଭୀଷ୍ମ ପିତାମହ ବିବାହ ନକରିବାକୁ ଦୃଢ଼ ପ୍ରତିଜ୍ଞା କରିଥିଲେ ସେ ନିଜ ନିଷ୍ପତ୍ତି ଉପରେ ଅଟଳ ରହିଲେ
ଅନ୍ୟ ଭାଷାରେ ଅନୁବାଦ :