ଅର୍ଥ : ଯେ ପରାଜିତ ହୋଇନାହିଁ ବା ଯାହାଙ୍କୁ ହରାଇ ଦିଆଯାଇନାହିଁ
ଉଦାହରଣ :
ଏହି ଖେଳରେ ଦୁଇଟି ଯାକ ଦଳ ଅପରାଜିତ ଅଛନ୍ତି ଏବଂ ଖେଳ ଅମୀମାଂସିତ ରହିଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାକୁ ଆଘାତ ହୋଇନାହିଁ
ଉଦାହରଣ :
ଅନାହତ ଖେଳାଳି ଖେଳ ସମାପ୍ତ ହେବା ପର୍ଯ୍ୟନ୍ତ ସ୍ଥିର ରହିଲେ
ଅନ୍ୟ ଭାଷାରେ ଅନୁବାଦ :