ଅର୍ଥ : ହାତ ବା ଗୋଡ଼ର ଆଗକୁ ବାହାରିଥିବା ଅବୟବ ଯାହା ସାଧାରାଣତଃ ପାଞ୍ଚ ହୋଇଥାଏ
ଉଦାହରଣ :
ତାର ଡାହାଣ ହାତରେ ଛଅଟି ଆଙ୍ଗୁଳି ଅଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଆଙ୍ଗୁଳିର ଚଉଡ଼ାସହ ସମାନ ଏକ ମାପ
ଉଦାହରଣ :
ରାମର ଆକାର ବର୍ଷକ ମଧ୍ୟରେ ଚାରି ଆଙ୍ଗୁଳ ବଢ଼ିଯାଇଛି
ସମକକ୍ଷ : ଅଙ୍ଗୁଳ, ଅଙ୍ଗୁଳି, ଆଙ୍ଗୁଳ
ଅନ୍ୟ ଭାଷାରେ ଅନୁବାଦ :
The length of breadth of a finger used as a linear measure.
digit, finger, finger's breadth, fingerbreadth