ଅର୍ଥ : କୋଟିଏ ଟଙ୍କାର ମାଲିକ
ଉଦାହରଣ :
ଆଧୁନିକ ଯୁଗରେ କୋଟିପତିମାନଙ୍କର ଅଭାବ ନାହିଁ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହା ପାଖରେ ବହୁତ ଧନ ଅଛି
ଉଦାହରଣ :
ଦିନକେଇଟାରେ ଆମ ସହରର କୋଟିପତି ଜଣକ ଭିକାରୀ ବନିଗଲେ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାପାଖରେ ଅତି କମ୍ରେ କୋଟିଏ ଟଙ୍କା ଅଛି
ଉଦାହରଣ :
ଶ୍ୟାମ କୋଟିପତି ହେବା ଲକ୍ଷରେ କୁଖ୍ୟାତ ଅପରାଧୀ ହୋଇଗଲା ଏହି ସଂସ୍ଥାର ସଂଚାଳନ ନିମନ୍ତେ କେତେଜଣ କୋଟିପତି ଲକ୍ଷ ଲକ୍ଷ ଟଙ୍କା ଦେଇଛନ୍ତି
ଅନ୍ୟ ଭାଷାରେ ଅନୁବାଦ :
जिसके पास कम से कम एक करोड़ रुपया हो।
श्याम करोड़पति बनने के चक्कर में कुख्यात अपराधी बन गया।