ଅର୍ଥ : ସୀମାଲଂଘନ,ଶିକାର କରିବା,ମାଛ ଆଦି ମାରିବାରୁ ଦୂର ରଖିବା ବା ବ୍ୟବହାର କରିବାକୁ ନ ଦେବା
ଉଦାହରଣ :
ଏହି ପୋଖରୀକୁ ସୁରକ୍ଷିତ ରଖନ୍ତ
ସମକକ୍ଷ : ବଞ୍ଚାଇବା, ରକ୍ଷାକରିବା, ସଂରକ୍ଷିତ କରିବା
ଅନ୍ୟ ଭାଷାରେ ଅନୁବାଦ :
अतिक्रमण, शिकार करने, मछली आदि मारने से दूर रखना या उपयोग न करने देना।
इस झील को बचाइए।Keep undisturbed for personal or private use for hunting, shooting, or fishing.
Preserve the forest and the lakes.ଅର୍ଥ : ଖରାପ ଦଶାରେ ଗତି କରିବାରୁ ରୋକିବା
ଉଦାହରଣ :
ବୋହୂ ଏହି କଙ୍କଣ ଆମର ପୂର୍ବପୁରୁଷଙ୍କ ଚିହ୍ନ, ଏବେ ଏହାକୁ ତୁମେ ସମ୍ଭାଳ
ସମକକ୍ଷ : ସମ୍ଭାଳିବା
ଅନ୍ୟ ଭାଷାରେ ଅନୁବାଦ :
बुरी दशा में जाने से रोकना।
बहू यह कंगन हमारे पुरखों की निशानी है अब इसे तुम सँभालो।Keep in safety and protect from harm, decay, loss, or destruction.
We preserve these archeological findings.ଅର୍ଥ : ଖରାପ ହେବାକୁ ନଦେବା
ଉଦାହରଣ :
ଆଚାର ତେଲରେ ବୁଡ଼େଇକି ରଖିଲେ ଅନେକ ଦିନ ସୁରକ୍ଷିତ ରହେ
ସମକକ୍ଷ : ରହିବା
ଅନ୍ୟ ଭାଷାରେ ଅନୁବାଦ :
खराब न होने देना।
अचार को तेल में डुबाकर अधिक दिनों तक बचाया जा सकता है।ଅର୍ଥ : ନଷ୍ଟ ବା ଅନ୍ତ ବା ଭଙ୍ଗୁର ହେବାରୁ ରକ୍ଷାକରିବା ବା ସୁରକ୍ଷିତ ରଖିବା
ଉଦାହରଣ :
ଗୃହର ଶାନ୍ତି ବଜାୟ ରଖନ୍ତୁ କେତେକ ଆଦିବାସୀ ଜାତି ଆଜି ବି ପୁରାତନ ପରମ୍ପରାକୁ ଜୀବିତ ରଖିଛନ୍ତି
ସମକକ୍ଷ : ଜୀବିତ ରଖିବା, ବଜାୟ ରଖିବା, ବଞ୍ଚେଇ ରଖିବା, ରକ୍ଷାକରିବା, ସଜୀବ ରଖିବା
ଅନ୍ୟ ଭାଷାରେ ଅନୁବାଦ :
* नष्ट या अंत या भंग होने से बचाना या सुरक्षित रखना।
घर की शांति को बनाए रखिए।