অর্থ : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
উদাহরণ :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
অন্যান্য ভাষায় অনুবাদ :
অর্থ : ମନୋରଞ୍ଜନପାଇଁ ଏକତ୍ରିତ ହୋଇଥିବା ଲୋକମାନଙ୍କର ସମୂହ
উদাহরণ :
ସେ ଖାଇସାରି ପାର୍ଟିରେ ଯୋଗ ଦେଲେ
সমার্থক : ପାର୍ଟି
অন্যান্য ভাষায় অনুবাদ :
অর্থ : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
উদাহরণ :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
অন্যান্য ভাষায় অনুবাদ :
অর্থ : ଛେଳି ବା ମେଣ୍ଢାଆଦି ପଶୁଗୁଡ଼ିକଙ୍କର ଏକ ଦଳ
উদাহরণ :
ମେଣ୍ଢା ଜଗୁଆଳ ମେଣ୍ଢା ପଲହକୁ ଅଡ଼େଇ ଜଙ୍ଗଲ ଆଡ଼କୁ ଯାଉଛି
সমার্থক : ପଲ୍ହ
অন্যান্য ভাষায় অনুবাদ :
অর্থ : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
উদাহরণ :
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
অন্যান্য ভাষায় অনুবাদ :
ऐसे व्यक्तियों का वर्ग या समूह जो किसी विशिष्ट (अच्छा या बुरा) उद्देश्य की सिद्धि के लिए सङ्घटित हुआ हो और मिल कर काम करता हो।
आजकल समाज में नित्य नये-नये दलों का उदय हो रहा है।অর্থ : କିଛି ବିଷୟରେ ବିଚାର-ବିମର୍ଶ କରିବା ବା ଯୋଜନା ପ୍ରସ୍ତୁତ କରିବା ବା କୌଣସି ପ୍ରତିଯୋଗିତାର ନିର୍ଣ୍ଣାୟକ ରୂପେ ଏକତ୍ରୀତ ହୋଇଥିବା କୌଣସି ବିଶେଷ କାର୍ଯ୍ୟନେଇ ଲୋକଙ୍କର ଗୋଷ୍ଠୀ
উদাহরণ :
ବାଦବିବାଦ ପ୍ରତିଯୋଗିତାରେ ନିର୍ଣ୍ଣାୟକ ଦଳ ନିଜର ଫଳାଫଳକୁ ଆୟୋଜକଙ୍କ ନିକଟକୁ ପଠାଇଦେଲେ
সমার্থক : ପେନେଲ
অন্যান্য ভাষায় অনুবাদ :
A group of people gathered for a special purpose as to plan or discuss an issue or judge a contest etc.
panelঅর্থ : ଗଛବୁଦାରେ ହେଉଥିବା ସବୁଜ ରଙ୍ଗର ପତାଳା ହାଲୁକା ଅବୟବ ଯାହା ତାହାର ଡାଳରୁ ବାହାରିଥାଏ
উদাহরণ :
ସେ ବଗିଚାରେ ପଡ଼ିଥିବା ଶୁଖିଲା ପତ୍ର ଏକତ୍ର କରୁଛି
অন্যান্য ভাষায় অনুবাদ :
অর্থ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
উদাহরণ :
ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
সমার্থক : ଗଣ, ଗୋଠ, ପଲ, ବୃନ୍ଦ, ଯୂଥ, ସମୁଦାୟ, ସମୂହ
অন্যান্য ভাষায় অনুবাদ :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.