பொருள் : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
							எடுத்துக்காட்டு : 
							ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି  ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
							
ஒத்த சொற்கள் : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ପାଦ, ବିଭାଗ, ଭାଗ
பிற மொழிகளில் மொழிபெயர்ப்பு :
Something determined in relation to something that includes it.
He wanted to feel a part of something bigger than himself.பொருள் : କୌଣସି ଲୋକର ଗୋଡ଼ର ସବୁଠାରୁ ନୀଚ ଅଂଶ ଯାହା ଉପରେ ସେ ଠିଆ ହୁଏ ବା ଯାହାଦ୍ୱାରା ସେ ଚାଲେ
							எடுத்துக்காட்டு : 
							କର୍ମଚାରୀ ଜଣଙ୍କ ଅଧିକାରୀଙ୍କ ପାଦତଳେ ପଡ଼ି କରୁଣ ଭାବେ ପ୍ରାର୍ଥନା କଲା
							
பிற மொழிகளில் மொழிபெயர்ப்பு :
The part of the leg of a human being below the ankle joint.
His bare feet projected from his trousers.