பொருள் : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
எடுத்துக்காட்டு :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
பிற மொழிகளில் மொழிபெயர்ப்பு :
பொருள் : ଖୋଲା କଥାବାର୍ତ୍ତା ନିମନ୍ତେ ସାଧାରଣ ସଭା ବା ସମିତି
எடுத்துக்காட்டு :
ସଂଗୋଷ୍ଠୀ କିଛି ସାଧାରଣ କଥା ଉପରେ ଆଲୋଚନା କରୁଛନ୍ତି
பிற மொழிகளில் மொழிபெயர்ப்பு :
A public meeting or assembly for open discussion.
forumபொருள் : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
எடுத்துக்காட்டு :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
பிற மொழிகளில் மொழிபெயர்ப்பு :
பொருள் : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
எடுத்துக்காட்டு :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
ஒத்த சொற்கள் : ଆଲୋଚନା, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
பிற மொழிகளில் மொழிபெயர்ப்பு :
किसी तथ्य, विषय, पुस्तक आदि की विशेष तथा विस्तृत रूप से की जानेवाली चर्चा।
वहाँ हिन्दू समाज के उत्थान के ऊपर परिचर्चा की जा रही है।An exchange of views on some topic.
We had a good discussion.