Meaning : ଯିଏ କେବେ ମରେ ନାହିଁ ବା ଯେ ମୃତ୍ୟୁକୁ ଜୟ କରିଛି
							Example : 
							ପୌରାଣିକ କାହାଣୀ ଅନୁସାରେ ଅମୃତ ପିଇବାଦ୍ୱାରା ପ୍ରାଣୀ ଅମର ହୋଇଯାଏ
							
Synonyms : ଅମର, କାଳଜୟୀ, କାଳାତୀତ, ଚିରଞ୍ଜିବୀ, ମୃତ୍ୟୁଞ୍ଜୟ, ମୃତ୍ୟୁଞ୍ଜୟୀ
Translation in other languages :
Not subject to death.
immortal