Meaning : କନା, ଅଖା,ପଲିଥିନଆଦିରେ ତିଆରି ହୋଇଥିବା ସଂରଚନା ଯାହାକୁ ଖୁମ୍ବଆଦି ସହାୟତାରେ ଟାଣି ମେଲେଇ ଦିଆଯାଏ
							Example : 
							ଏନ.ସି.ସିର ପିଲାମାନେ ନିଜ ନିଜର ତମ୍ବୁ ପକାଉଛନ୍ତି
							
Synonyms : ଛାଉଣୀ
Translation in other languages :
A portable shelter (usually of canvas stretched over supporting poles and fastened to the ground with ropes and pegs).
He pitched his tent near the creek.