Meaning : କାହାରିକୁ କିଛି କାମ କରିବାପାଇଁ କୌଣସି ସ୍ଥାନକୁ ଶୀଘ୍ର ପଠାଇବା
							Example : 
							ଖୁଡ଼ୀ ରୋହନକୁ ଜିନିଷ ଆଣିବାପାଇଁ କେତେଥର ବଜାରକୁ ଦଉଡ଼ାଇଲେ
							
Translation in other languages :
किसी को किसी काम के लिए कहीं जल्दी भेजना।
चाची ने रोहन को सामान लाने के लिए कई बार बाज़ार दौड़ाया।Meaning : ଚାରିଆଡ଼େ ବୁଲାଇବା
							Example : 
							ବ୍ୟାଙ୍କର ବାବୁ ଋଣ ମଞ୍ଜୁର କରିବାପାଇଁ ବହୁତ ଦଉଡ଼ାଇଲେ
							
Synonyms : ଦଉଡ଼େଇବା
Translation in other languages :
Meaning : ଦଉଡ଼ାଇବା କାମ ଅନ୍ୟ କାହାଦ୍ୱାରା କରାଇବା
							Example : 
							ଶିକ୍ଷକ ଛାତ୍ରମାନଙ୍କୁ ପଡ଼ିଆରେ ଦଉଡ଼ାଇଲେ
							
Synonyms : ଧାଁଦଉଡ଼ କରାଇବା, ଧୁଆଇଁବା
Translation in other languages :
Meaning : ବ୍ୟର୍ଥରେ ପ୍ରତୀକ୍ଷା କରିବା
							Example : 
							ମନ୍ତ୍ରୀ ଚାକିରୀ ଲାଳସା ଦେଖାଇ ରାମୁକୁ ମାସମାସ ଧରି ଦଉଡ଼ାଉଛନ୍ତି
							
Synonyms : ଅପେକ୍ଷା କରାଇବା, ପ୍ରତୀକ୍ଷୀତ କରାଇବା
Translation in other languages :