Meaning : ଚେୟାରରେ ବସିଥିବା ଲୋକର ପାଦ ରଖିବାପାଇଁ ବ୍ୟବହୃତ ଗୋଟିଏ ଛୋଟ ଚୌକି
							Example : 
							ସେ ଚେୟାରରେ ବସିବା ମାତ୍ରେ ହିଁ ପାଦାନୀ ଉପରେ ନିଜର ପାଦ ରଖିଲା
							
Synonyms : ପାଦରଖା
Translation in other languages :
Meaning : ପାଦ ରଖିବା ପାଇଁ ବସ୍ତୁ ବା ସ୍ଥାନ
							Example : 
							ପାଦାନୀ ସୁବିଧା ଥିବାରୁ ପାଦକୁ ଆରାମ ମିଳୁଛି
							
Synonyms : ପାଦରଖା
Translation in other languages :
Meaning : ପାଦ ରଖିବାର ଆସନ
							Example : 
							ଶ୍ୟାମା ପାଦକୁ ଆରାମ ଦେବାପାଇଁ ତାକୁ ପାଦରଖା ଉପରେ ରଖେ
							
Synonyms : ପାଦରଖା
Translation in other languages :