Meaning : ରୁଟି, ଭାତଆଦି ସହିତ ଖାଇବା ନିମନ୍ତେ ଡାଲିକୁ ଫୁଟାଇ ବା ରାନ୍ଧି କରାଯାଉଥିବା ଦ୍ରବ୍ୟ
							Example : 
							ମା’ ଆଜି ଡାଲି, ଭାତ ଏବଂ ଆଳୁ ତରକାରି କରିଥିଲେ
							
Translation in other languages :
Meaning : ହରଡ଼, ମୁଗଆଦି ଯେଉଁ ସବୁ ଶସ୍ୟରୁ ଡାଲି ତିଆରି ହୁଏ
							Example : 
							ଆଜିକାଲି ବଜାରରେ ଡାଲିର ଦର ଆକାଶଛୁଆଁ ରହିଛି
							
Synonyms : ଡାଲି ଜାତୀୟ ଶସ୍ୟ
Translation in other languages :
Edible seeds of various pod-bearing plants (peas or beans or lentils etc.).
pulseMeaning : ରଗଡ଼ା ହୋଇଥିବା ହରଡ଼, ମୁଗ, ଚଣା ଆଦି ଯାହାସବୁକୁ ଝୋଳଥିବା ତରକାରି ଭଳି ରାନ୍ଧି ଖାଆନ୍ତି
							Example : 
							ତାଙ୍କର ମୁଗଡାଲି ପକୁଡ଼ି ବହୁତ ପସନ୍ଦ
							
Translation in other languages :
Edible seeds of various pod-bearing plants (peas or beans or lentils etc.).
pulse