Meaning : ସଭାରେ ଶ୍ରୋତାମାନଙ୍କ ସାମ୍ନାରେ କୌଣସି ବିଷୟରେ ନିଜର ଭାବ ବ୍ୟକ୍ତ କରିବା
							Example : 
							ମୁଖ୍ୟ ଅତିଥି ଅନୁଶାସନର ମହତ୍ତ୍ୱ ଉପରେ ଭାଷଣ ଦେଲେ
							
Translation in other languages :
सभा आदि में श्रोताओं के सामने किसी विषय पर अपने भाव व्यक्त करना।
मुख्य अतिथि ने अनुशासन के महत्व पर भाषण दिया।