अर्थ : କୌଣସି କାମ ପ୍ରତି ମନ ବଢ଼ାଇବା ବାଲା କଥା, କାମ ଇତ୍ୟାଦି
							उदाहरण : 
							ତୁମର ଟେକିବା ଯୋଗୁଁ ହିଁ ଛୁଆମାନେ ଖରାପ ହେଉଛନ୍ତି  ତାକୁ ବେଶି ବଢ଼ାଇବାକୁ ଦିଅନ୍ତୁ ନାହିଁ
							
पर्यायवाची : ବଢ଼ାଇବା
अर्थ : ଉଚ୍ଚା କରିବା
							उदाहरण : 
							ମୁଁ ଅଭିବାଦନ କରିବାରୁ ଟେବୁଲ ଉପରେ ଝୁଙ୍କି କାମ କରୁଥିବା ଆକାଉଣ୍ଟାଣ୍ଟ ମୁଣ୍ଡ ଉଠାଇଲେ
							
पर्यायवाची : ଉଠାଇବା, ଉପରକୁକରିବା
अन्य भाषाओं में अनुवाद :