अर्थ : ମନର ମଳିନତା
							उदाहरण : 
							ମନୋମାଳିନ୍ୟ ଦୂର କରିବାପାଇଁ ଆମର ପ୍ରଯତ୍ନ କରିବା ଉଚିତ
							
अन्य भाषाओं में अनुवाद :
अर्थ : ଦୁଇଜଣ ବ୍ୟକ୍ତି ବା ଦଳଙ୍କ ମଧ୍ୟରେ ଶତ୍ରୁତାପୂର୍ଣ୍ଣ ଢଙ୍ଗରେ ନିଜନିଜ କଥା ଉପରେ ଜଣେ ଅନ୍ୟ ଜଣଙ୍କ ବିରୋଧରେ ଅଟଳ ରହିବାର ଭାବ
							उदाहरण : 
							ଛୋଟ କଥାକୁ ନେଇ ସେ ଦୁଇଜଣଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଗଲା
							
पर्यायवाची : ଯୁକ୍ତିତର୍କ
अन्य भाषाओं में अनुवाद :
अर्थ : ଶତ୍ରୁହେବାର ଅବସ୍ଥା ବା ଭାବ
							उदाहरण : 
							ନିଜନିଜ ଭିତରେ ଶତ୍ରୁତାକୁ ଦୂରକରିବା ହିଁ ଭଲ
							
पर्यायवाची : ଅରିତ୍ୱ, ବିଦ୍ୱେଷ, ବିରୋଧ, ବୈର, ଶତ୍ରୁତା
अन्य भाषाओं में अनुवाद :
दुश्मन या शत्रु होने की अवस्था या भाव।
आपसी दुश्मनी को दूर करने में ही भलाई है।