अर्थ : ବ୍ୟତିବ୍ୟସ୍ତ ହୋଇ ଏପଟସେପଟ ହେବା କ୍ରିୟା
							उदाहरण : 
							କିଛି ସମୟ ପରେ ମାଆ କୋଳରେ ଶୋଇଥିବା ପିଲାଟି ଏପଟ ସେପଟ ହେଲା
							
पर्यायवाची : ଏପଟ ସେପଟ ହେବା, ବ୍ୟତିବ୍ୟସ୍ତ ହେବା, ହଲଚଲହେବା
अन्य भाषाओं में अनुवाद :
अर्थ : ମନ ଚଞ୍ଚଳ ହେବା
							उदाहरण : 
							ରାଧାର ସୌନ୍ଦର୍ଯ୍ୟ ଦେଖି ମୋହନର ମନ ଅଥୟ ହେଲା
							
पर्यायवाची : ଅଥୟ ହେବା, ଆନ୍ଦୋଳିତ ହେବା, ବିଚଳିତ ହେବା
अन्य भाषाओं में अनुवाद :