अर्थ : ଆତଙ୍କିତ ହେବା କାରଣରୁ ଜନ ସାଧାରଣଙ୍କ ମଧ୍ୟରେ ହେଉଥିବା କୋଳାହଳ ଏବଂ ଧାଁ ଦୌଡ଼
							उदाहरण : 
							ଗାଁରେ ଡାକୁମାନେ ପଶିବାକ୍ଷଣି ହଇଚଇ ଆରମ୍ଭ ହୋଇଗଲା
							
पर्यायवाची : ହୋ-ହାଲା
अन्य भाषाओं में अनुवाद :
अर्थ : ଚଞ୍ଚଳ ବା ଆତୁରତା କାରଣରୁ ହେଉଥିବା ଅସ୍ଥିରଭାବ
							उदाहरण : 
							ଅଚାନକ ନିଆଁ ଲାଗିଯିବା ଫଳରେ ହଇଚଇ ପଡ଼ିଗଲା
							
पर्यायवाची : ହରବର
अन्य भाषाओं में अनुवाद :
जल्दी या उतावलेपन के कारण होनेवाली घबराहट।
अचानक आग लगने पर हड़बड़ी मच गई।अर्थ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା
							उदाहरण : 
							ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା
							
पर्यायवाची : ଆତଙ୍କ
अन्य भाषाओं में अनुवाद :