ಅರ್ಥ : ଯିଏ ନୈତିକତାରେ ପୂର୍ଣ୍ଣ
							ಉದಾಹರಣೆ : 
							ନୈତିକତାପୂର୍ଣ୍ଣ କାମହିଁ କରିବା ଉଚିତ
							
ಸಮಾನಾರ್ಥಕ : ଠିକ, ନୀତିପୂର୍ଣ୍ଣ, ନୈତିକ, ନୈତିକତାପୂର୍ଣ୍ଣ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯେଉଁଭଳି ହେବା ଦରକାର ସେଭଳି
							ಉದಾಹರಣೆ : 
							ଆପଣ ଉଚିତ କଥା କହିବା ଆବଶ୍ୟକ  ସମୁଚିତ ପ୍ରଚେଷ୍ଟାଦ୍ୱାରା ଯେ କୌଣସି କାର୍ଯ୍ୟରେ ସଫଳତା ମିଳେ
							
ಸಮಾನಾರ್ಥಕ : ଉପଯୁକ୍ତ, ଠିକ, ଯୋଗ୍ୟ, ସମୁଚିତ
ಇತರ ಭಾಷೆಗಳಿಗೆ ಅನುವಾದ :
Suitable for a particular person or place or condition etc.
A book not appropriate for children.ಅರ್ಥ : କୌଣସି କଥା ପ୍ରସଙ୍ଗରେ ପୂର୍ବାପର ବା ତାଳମେଳ ଆଲୋଚନା ଅଥବା ଅନ୍ୟ କୌଣସି ପ୍ରକାରରେ ଠିକ୍ ବା ମେଳ ରଖିବାବାଲା
							ಉದಾಹರಣೆ : 
							ମନ୍ତ୍ରୀଙ୍କ ସଙ୍ଗତ ଉତ୍ତରରେ ସାମ୍ବାଦିକମାନେ ଚୁପ୍ ହୋଇଗଲେ
							
ಸಮಾನಾರ್ಥಕ : ଉପଯୁକ୍ତ, ଠିକ୍, ଯଥାର୍ଥ, ଯଥୋଚିତ, ସଙ୍ଗତ, ୱାଜିବ
ಇತರ ಭಾಷೆಗಳಿಗೆ ಅನುವಾದ :
Suitable for a particular person or place or condition etc.
A book not appropriate for children.