ಅರ್ಥ : ଧାତୁ,ପଥର, କାଠ ଆଦିରେ ଖୋଦେଇକରି କମକୁଟ ଆଦି କରିବାର କାମ
							ಉದಾಹರಣೆ : 
							ଏହି ମୂର୍ତ୍ତିକାର ବହୁତ ସୁନ୍ଦର କାରୁକାର୍ଯ୍ୟ କରନ୍ତି
							
ಸಮಾನಾರ್ಥಕ : କମକୁଟ, ଡାଳି, ସୂକ୍ଷ୍ମକାମ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଧାତୁ, ପଥର, କାଠଆଦି ଉପରେ ଖୋଦନକରି ଅଙ୍କିତ କରିବାର କଳା
							ಉದಾಹರಣೆ : 
							ବଢ଼େଇ ନିଜ ପୁଅକୁ କାରୁକାର୍ଯ୍ୟ ଶିଖାଉଛି
							
ಸಮಾನಾರ್ಥಕ : କାରୁକଳା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାରୁକାର୍ଯ୍ୟ କରାଯାଇଥିବା
							ಉದಾಹರಣೆ : 
							ଏହି ମନ୍ଦିର ଦ୍ୱାରରେ କାରୁକାର୍ଯ୍ୟ ହୋଇଛି
							
ಇತರ ಭಾಷೆಗಳಿಗೆ ಅನುವಾದ :