ಅರ್ಥ : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
							ಉದಾಹರಣೆ : 
							ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଖୋଲା କଥାବାର୍ତ୍ତା ନିମନ୍ତେ ସାଧାରଣ ସଭା ବା ସମିତି
							ಉದಾಹರಣೆ : 
							ସଂଗୋଷ୍ଠୀ କିଛି ସାଧାରଣ କଥା ଉପରେ ଆଲୋଚନା କରୁଛନ୍ତି
							
ಇತರ ಭಾಷೆಗಳಿಗೆ ಅನುವಾದ :
A public meeting or assembly for open discussion.
forumಅರ್ಥ : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
							ಉದಾಹರಣೆ : 
							ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବିଶେଷ ମତ ଉପରେ ସମର୍ଥନ କରୁଥିବା ଲୋକଙ୍କ ସମାହାର
							ಉದಾಹರಣೆ : 
							ଆପଣ କେଉଁ ଦଳର ?
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
							ಉದಾಹರಣೆ : 
							ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
							
ಸಮಾನಾರ್ಥಕ : ଆଲୋଚନା, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
ಇತರ ಭಾಷೆಗಳಿಗೆ ಅನುವಾದ :
किसी विषय पर की जाने वाली बात-चीत।
वहाँ दहेज प्रथा के ऊपर चर्चा की जा रही है।An exchange of views on some topic.
We had a good discussion.