ಅರ್ಥ : କୌଣସି ସ୍ଥାନରେ ପହଞ୍ଚିବା ନିମନ୍ତେ ଡେଇଁବା କାମ
							ಉದಾಹರಣೆ : 
							ସେ ଖାଈ ପାର ହେବାପାଇଁ ଡିଆଁ ମାରିଲା
							
ಸಮಾನಾರ್ಥಕ : କୁଦିବା, ଡିଆଁମାରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଡେଇଁବାର ପ୍ରକ୍ରିୟା
							ಉದಾಹರಣೆ : 
							ଆଜି ମୋ ଡାହାଣ ଆଖି ଡେଇଁବା ଯୋଗୁଁ ମୋତେ ଭାରି ଖରାପ ଲାଗୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜୋରରେ ଉପରକୁ ଉଠିବା
							ಉದಾಹರಣೆ : 
							ଗାଡ଼ିଆରେ ମାଛଗୁଡ଼ିକ ଡେଉଁଛନ୍ତି ସେ ଡେଇଁପଡ଼ି ଓ ଗଛର ଡାଳ ଧରି ଝୁଲି ପଡ଼ିଲା
							
ಸಮಾನಾರ್ಥಕ : ଡିଆଁ ମାରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକ ସ୍ଥାନରୁ ଡେଇଁ ଅନ୍ୟ ସ୍ଥାନରେ ପହଞ୍ଚିବା
							ಉದಾಹರಣೆ : 
							ରାସ୍ତାର ନଳା ପାରିହେବାପାଇଁ ସେ ଡେଇଁଲା
							
ಸಮಾನಾರ್ಥಕ : କୁଦା ମାରିବା, କୁଦିବା, ଲମ୍ଫ ଦେବା
ಅರ್ಥ : କୌଣସି ସ୍ଥାନର ଉପରି ଭାଗରୁ ଜୋରରେ ଡେଇଁ ଶରୀରକୁ ଅନ୍ୟ ଆଡ଼କୁ ପକାଇବା
							ಉದಾಹರಣೆ : 
							ଛୁଆମାନେ ବାଲି ଉପରେ ଡେଉଁଛନ୍ତି
							
ಸಮಾನಾರ್ಥಕ : କୁଦିବା, ଲମ୍ଫପ୍ରଦାନ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :