ಅರ್ಥ : ଟିଭି,ରେଡ଼ିଓ ଆଦି ମାଧ୍ୟମରେ ପ୍ରସାରିତ ହେଉଥିବା ସେହି ଘଟଣାକ୍ରମ ପ୍ରଧାନ ନାଟକ ଆଦି ଯାହା କୌଣସି ବିଶେଷ ଚରିତ୍ରର ଦୈନନ୍ଦିନ ଜୀବନକୁ ଦର୍ଶାଇ ଥାଏ
							ಉದಾಹರಣೆ : 
							ଟିଭିରେ ପ୍ରସାରିତ ହେଉଥିବା ସବୁ ଧାରାବାହିକ କାହାଣୀ ମୋତେ ପରସ୍ପରସହ ସମ୍ବନ୍ଧିତ ହେଲାଭଳି ଲାଗୁଛି
							
ಸಮಾನಾರ್ಥಕ : ସିରିୟଲ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯାହା ନ ଅଟକି ଏକ ସୂତ୍ରରେ ଧାରାବାହିକ ରୂପେ ଚାଲୁଥାଏ
							ಉದಾಹರಣೆ : 
							ତାଙ୍କର ଧାରାବାହିକ ଲେଖା ପ୍ରତି ଶନିବାର ଖବରକାଗଜରେ ବାହାରୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
In regular succession without gaps.
Serial concerts.ಅರ್ಥ : କ୍ରମରେ ଆସିଥିବା
							ಉದಾಹರಣೆ : 
							କ୍ରମାଗତ ହାରିବାପରେ ସେନାର ମନୋବଳ ଭାଙ୍ଗିଗଲା
							
ಸಮಾನಾರ್ಥಕ : କ୍ରମାଗତ, ନିରନ୍ତର, ନିରବଚ୍ଛିନ
ಇತರ ಭಾಷೆಗಳಿಗೆ ಅನುವಾದ :
ठीक क्रम या बारी से आया हुआ।
दर्शकों ने क्रमागत खिलाड़ियों का तालियों से स्वागत किया।In regular succession without gaps.
Serial concerts.