ಅರ್ಥ : ପତ୍ରକୁ ଯୋଡ଼ି ତିଆରି କରାଯାଇଥିବା ଏକ ବଡ଼ ଗୋଲାକାର ଆଧାର ଯାହାଉପରେ ଖାଇବାପାଇଁ ଖାଦ୍ୟ ବଢ଼ାଯାଏ
							ಉದಾಹರಣೆ : 
							ସମାରୋହରେ ସମସ୍ତ ଆଗନ୍ତୁକ ପଙ୍ଗତରେ ବସି ଖଲିପତ୍ରରେ ଖାଉଥିଲେ
							
ಸಮಾನಾರ್ಥಕ : ଖଲିପତ୍ର
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାଗଜ ଭଳି ପତଳା ଧାତୁର ଫଳକ
							ಉದಾಹರಣೆ : 
							ସେ ତାମ୍ବପତ୍ରରେ ଲକ୍ଷ୍ମୀ ଯନ୍ତ୍ର ତିଆରିକଲେ
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଲେଖା ହୋଇଯାଇଥିବା କାଗଜ ଆଦି ବିଶେଷତଃ ଯେଉଁଥିରେ କୌଣସି ବିଷୟ ସମ୍ବନ୍ଧିତ କିଛି ଗୁରୁତ୍ୱପୂର୍ଣ୍ଣ କଥା ଲେଖାହୋଇଥାଏ
							ಉದಾಹರಣೆ : 
							ତାଙ୍କର ପ୍ରବେଶ ପତ୍ର କେଉଁଠି ହଜି ଯାଇଛି
							
ಸಮಾನಾರ್ಥಕ : କାର୍ଡ଼୍
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗଛବୁଦାରେ ହେଉଥିବା ସବୁଜ ରଙ୍ଗର ପତାଳା ହାଲୁକା ଅବୟବ ଯାହା ତାହାର ଡାଳରୁ ବାହାରିଥାଏ
							ಉದಾಹರಣೆ : 
							ସେ ବଗିଚାରେ ପଡ଼ିଥିବା ଶୁଖିଲା ପତ୍ର ଏକତ୍ର କରୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :