ಅರ್ಥ : ଯେ କୌଣସି ଗୋଷ୍ଠୀର ପ୍ରତିନିଧି ରୂପରେ କିମ୍ବା ସେମାନଙ୍କ ସବୁକଥାର ଯେ ସୂଚକ ବା ପ୍ରତିନିଧି
							ಉದಾಹರಣೆ : 
							ସବୁ ରାଷ୍ଟ୍ର, ରାଜ୍ୟ କିମ୍ବା ସଂସ୍ଥାର ନିଜର ବିଶେଷ ପ୍ରତୀକ ଥାଏ
							
ಇತರ ಭಾಷೆಗಳಿಗೆ ಅನುವಾದ :
Special design or visual object representing a quality, type, group, etc..
emblemಅರ್ಥ : ଦେଖାଯାଉଥିବା ବା ବୁଝିହେଉଥିବା ଏଭଳି ଲକ୍ଷଣ, ଯାହାଦ୍ୱାରା କୌଣସି ଜିନିଷ ଚିହ୍ନିହୁଏ ବା କୌଣସି କଥାର କିଛି ପ୍ରମାଣ ମିଳେ
							ಉದಾಹರಣೆ : 
							ରେଡ୍କ୍ରସ ଚିକିତ୍ସା କ୍ଷେତ୍ରର ଏକ ମହତ୍ତ୍ୱପୂର୍ଣ୍ଣ ଚିହ୍ନ  ଅର୍ଜୁନ ଉପଲକ୍ଷକୁ ଦେଖି ଲକ୍ଷଭେଦନ କରିଥିଲେ  ମେଘ ହେବାର କୌଣସି ଚିହ୍ନ ନାହିଁ
							
ಸಮಾನಾರ್ಥಕ : ଉପଲକ୍ଷ, ଚିହ୍ନ, ନିଶାଣ, ଲକ୍ଷଣ, ସଙ୍କେତ
ಇತರ ಭಾಷೆಗಳಿಗೆ ಅನುವಾದ :
दिखाई देने या समझ में आने वाला ऐसा लक्षण, जिससे कोई चीज़ पहचानी जा सके या किसी बात का कुछ प्रमाण मिले।
रेडक्रास चिकित्सा क्षेत्र का एक महत्वपूर्ण चिह्न है।