ಅರ್ಥ : କୌଣସି ସ୍ଥାନରେ ବା ବସ୍ତୁ ଆଦିରେ ରଖା ହୋଇଥିବା ପଦାର୍ଥ ଆଦିକୁ ଅନ୍ୟ ଜାଗାରେ ବା ବସ୍ତୁ ଆଦିରେ ରଖିବା
							ಉದಾಹರಣೆ : 
							ଏହି ଗରାର ପାଣିକୁ ଅନ୍ୟ ଗରାରେ ଢାଳିଦିଅ
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାମରେ ଲଗେଇବା
							ಉದಾಹರಣೆ : 
							ଏହି କାମପାଇଁ ସେ ସାତଜଣ ଲୋକଙ୍କୁ ନିଯୁକ୍ତି ଦେଲା
							
ಸಮಾನಾರ್ಥಕ : କାମ ଦେବା, ଚାକିରି ଦେବା, ନିଯୁକ୍ତ କରିବା, ନିଯୁକ୍ତି ଦେବା, ରଖିବା
ಇತರ ಭಾಷೆಗಳಿಗೆ ಅನುವಾದ :
काम पर लगाना।
इस काम के लिए उसने सात आदमियों को नियुक्त किया।ಅರ್ಥ : କୌଣସି ବସ୍ତୁକୁ କୌଣସି ଅନ୍ୟ ଏକ ବସ୍ତୁ ଭିତରେ ଢାଳିବା
							ಉದಾಹರಣೆ : 
							ସୀମା ଅଟାକୁ ଡବାରେ ଦାବିଦାବି କରି ଭର୍ତ୍ତି କରୁଛି
							
ಸಮಾನಾರ್ಥಕ : ପୂରାଇବା
ಇತರ ಭಾಷೆಗಳಿಗೆ ಅನುವಾದ :