ಅರ್ಥ : ଲୋକଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇ ଏକାଠି କରିବା
							ಉದಾಹರಣೆ : 
							ରାଜସ୍ୱ ନିରୀକ୍ଷକ ଖଜଣା ଆଦାୟ କରୁଛନ୍ତି  ଗୁଣ୍ଡାମାନେ ନିଜନିଜ ଅଂଚଳରେ ସାପ୍ତାହିକ ବଟି ଆଦାୟ କରନ୍ତି
							
ಸಮಾನಾರ್ಥಕ : ଅସୁଲ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଲୋକମାନଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇକରି ଏକାଠି କରିବା
							ಉದಾಹರಣೆ : 
							ଜମିଦାର ଲୋକଙ୍କଠାରୁ କର ଆଦାୟ କଲେ
							
ಸಮಾನಾರ್ಥಕ : ଅସୁଲ କରିବା
ಅರ್ಥ : ଅନ୍ୟଠାରୁ ନିଜର ଧନ ବା ବସ୍ତୁ ନେବା
							ಉದಾಹರಣೆ : 
							ମହାଜନ ଆସାମୀମାନଙ୍କଠାରୁ ଦୁଇଗୁଣା ଆଦାୟ କରନ୍ତି
							
ಸಮಾನಾರ್ಥಕ : ଅସୁଲ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :