ಅರ್ಥ : ଶରୀରର ଥୋମଣିର ତଳ ଏବଂ କାନ୍ଧ ଉପରର ଅଗ୍ର ଭାଗ
							ಉದಾಹರಣೆ : 
							ପୁରୁଷମାନଙ୍କ ଗଳାରେ ଘଣ୍ଟି ଦେଖାଯାଏ
							
ಸಮಾನಾರ್ಥಕ : ଗଳା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗଳାରେ ଥିବା ନଳି ଯାହାଦ୍ୱାରା ଭୋଜନ ପେଟକୁ ଯାଏ ଏବଂ ଯେଉଁଥିରୁ ସ୍ୱର ବାହାରେ
							ಉದಾಹರಣೆ : 
							ସମୁଦ୍ର ମନ୍ଥନରୁ ବାହାରିଥିବା ବିଷ ପିଇବାରୁ ଭଗବାନ ଶିବଙ୍କ କଣ୍ଠ ନୀଳ ହୋଇଗଲା
							
ಸಮಾನಾರ್ಥಕ : ଗଳା
ಇತರ ಭಾಷೆಗಳಿಗೆ ಅನುವಾದ :