ಅರ್ಥ : ପୂର୍ବରୁ କେବେ କରିଥିବା ନିଜ ଉପକାର ବା ଅନ୍ୟର ଅପରାଧ ଉଲ୍ଲେଖ କରି କଷ୍ଟ ଦେବା
							ಉದಾಹರಣೆ : 
							ଶ୍ୟାମ ତା ଅପଙ୍ଗ ଭାଈକୁ ବହୁତ ବିରକ୍ତ କରାଏ
							
ಸಮಾನಾರ್ಥಕ : କଷ୍ଟ ଦେବା, ବିରକ୍ତ କରିବା, ରଗାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାକୁ ଉତ୍ତେଜିତ କରିବା
							ಉದಾಹರಣೆ : 
							ରାମୁ ମୋତେ ଟିହାଇଲା ଆଉ ମୁଁ ଶ୍ୟାମ ସହିତ ଲଢ଼ିବସିଲି
							
ಸಮಾನಾರ್ಥಕ : ଉତ୍ତେଜିତକରିବା, ଉସକେଇବା, ଟିହାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାର ମନରେ ସନ୍ତାପ,ଇର୍ଷା ଆଦି ଉତ୍ପନ୍ନ କରିବା
							ಉದಾಹರಣೆ : 
							ବଡ଼ ଯା ନୂଆ ନୂଆ ଶାଢ଼ି ପିନ୍ଧି ତା ସାନ ଯାଆକୁ ଜଳଉଛି
							
ಸಮಾನಾರ್ಥಕ : ଇର୍ଷାନ୍ୱିତ କରାଇବା, ଜଳେଇବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी के मन में सन्ताप, ईर्ष्या आदि उत्पन्न करना।
जेठानी नये-नये कपड़े पहनकर अपनी देवरानी को जलाती है।