ಅರ್ಥ : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
							ಉದಾಹರಣೆ : 
							ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ମନୋରଞ୍ଜନପାଇଁ ଏକତ୍ରିତ ହୋଇଥିବା ଲୋକମାନଙ୍କର ସମୂହ
							ಉದಾಹರಣೆ : 
							ସେ ଖାଇସାରି ପାର୍ଟିରେ ଯୋଗ ଦେଲେ
							
ಸಮಾನಾರ್ಥಕ : ପାର୍ଟି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
							ಉದಾಹರಣೆ : 
							ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଛେଳି ବା ମେଣ୍ଢାଆଦି ପଶୁଗୁଡ଼ିକଙ୍କର ଏକ ଦଳ
							ಉದಾಹರಣೆ : 
							ମେଣ୍ଢା ଜଗୁଆଳ ମେଣ୍ଢା ପଲହକୁ ଅଡ଼େଇ ଜଙ୍ଗଲ ଆଡ଼କୁ ଯାଉଛି
							
ಸಮಾನಾರ್ಥಕ : ପଲ୍ହ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କିଛି ବିଷୟରେ ବିଚାର-ବିମର୍ଶ କରିବା ବା ଯୋଜନା ପ୍ରସ୍ତୁତ କରିବା ବା କୌଣସି ପ୍ରତିଯୋଗିତାର ନିର୍ଣ୍ଣାୟକ ରୂପେ ଏକତ୍ରୀତ ହୋଇଥିବା କୌଣସି ବିଶେଷ କାର୍ଯ୍ୟନେଇ ଲୋକଙ୍କର ଗୋଷ୍ଠୀ
							ಉದಾಹರಣೆ : 
							ବାଦବିବାଦ ପ୍ରତିଯୋଗିତାରେ ନିର୍ଣ୍ଣାୟକ ଦଳ ନିଜର ଫଳାଫଳକୁ ଆୟୋଜକଙ୍କ ନିକଟକୁ ପଠାଇଦେଲେ
							
ಸಮಾನಾರ್ಥಕ : ପେନେଲ
ಇತರ ಭಾಷೆಗಳಿಗೆ ಅನುವಾದ :
A group of people gathered for a special purpose as to plan or discuss an issue or judge a contest etc.
panelಅರ್ಥ : ଗଛବୁଦାରେ ହେଉଥିବା ସବୁଜ ରଙ୍ଗର ପତାଳା ହାଲୁକା ଅବୟବ ଯାହା ତାହାର ଡାଳରୁ ବାହାରିଥାଏ
							ಉದಾಹರಣೆ : 
							ସେ ବଗିଚାରେ ପଡ଼ିଥିବା ଶୁଖିଲା ପତ୍ର ଏକତ୍ର କରୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
							ಉದಾಹರಣೆ : 
							ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
							
ಸಮಾನಾರ್ಥಕ : ଗଣ, ଗୋଠ, ପଲ, ବୃନ୍ଦ, ଯୂଥ, ସମୁଦାୟ, ସମୂହ
ಇತರ ಭಾಷೆಗಳಿಗೆ ಅನುವಾದ :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.