ಅರ್ಥ : ଯେଉଁ ନଳାରେ ମଇଳା ପାଣି ବହେ
							ಉದಾಹರಣೆ : 
							ଘରଗୁଡ଼ିକର ନଳାପାଣି ଗଳିରେ ଜମା ହେଲେ ବିଭିନ୍ନ ପ୍ରକାରର ରୋଗ ଉତ୍ପନ୍ନ ହୋଇଥାଏ
							
ಸಮಾನಾರ್ಥಕ : ନାଳ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜଳ ବୋହିଯିବାର ସରୁ ମାର୍ଗ ବା ଛୋଟ ନାଳ
							ಉದಾಹರಣೆ : 
							ମଇଳା ଭର୍ତ୍ତି ହୋଇଯିବାହେତୁ ନାଳୀର ମୁହଁ ବନ୍ଦ ହୋଇଯାଇଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏହି ବଡ଼ ନଳା ଯେଉଁଥିରେ ବର୍ଷା ପାଣି ବା ମଇଳା ପାଣିଆଦି ପ୍ରବାହିତ ହୁଏ
							ಉದಾಹರಣೆ : 
							ଏହି ନଳାର ପାଣି ସହରଠାରୁ ଦୂରରେ ଏକ ନଦୀରେ ଯାଇପଡ଼ିଛି
							
ಸಮಾನಾರ್ಥಕ : ନାଳ
ಇತರ ಭಾಷೆಗಳಿಗೆ ಅನುವಾದ :