ಅರ್ಥ : କୌଣସି ଜାଗାରେ ରହୁଥିବା ବା ବାସ କରୁଥିବା ବ୍ୟକ୍ତି
							ಉದಾಹರಣೆ : 
							ଏଠାକାର ସମସ୍ତ ବାସିନ୍ଦାଙ୍କୁ ଜଣାଇ ଦିଆଯାଉଛି କି ସେମାନେ କୌଣସି ଅପରିଚିତ ବ୍ୟକ୍ତିଙ୍କୁ ନିଜ ଘରେ ଶରଣ ଦିଅନ୍ତୁନାହିଁ
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ସ୍ଥାନରେ ରହୁଥିବା ବା ବସବାସ କରୁଥିବା ଜୀବ
							ಉದಾಹರಣೆ : 
							ଜଙ୍ଗଲ କାଟିବାରୁ ଜଙ୍ଗଲର ଅଧିବାସୀମାନଙ୍କ ସଂଖ୍ୟା କମିବାରେ ଲାଗିଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
A plant or animal naturalized in a region.
Denizens of field and forest.