ಅರ್ಥ : ଶରୀରରେ ଛାତି ତଳେ ତଥା ପେଟ ଉପରର ଅଂଶ ବା ଭାଗ
							ಉದಾಹರಣೆ : 
							ତିନି ଦିନ ଧରି ଖାଦ୍ୟ ନଖାଇବା କାରଣରୁ ତାର ପେଟ ପିଠି ଲାଗିଗଲାଣି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପେଟର ସେହି ଅଂଶ ଯେଉଁଠି ଭାଙ୍ଗ ପଡ଼ିଥାଏ
							ಉದಾಹರಣೆ : 
							ମୁନ୍ନାର ପେଟରେ ବଡ଼ କଳାଜାଇ ଅଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଭୋଜନର ଉପଭୋକ୍ତା ଭାବେ ଗଣାଯାଉଥିବା ବ୍ୟକ୍ତି
							ಉದಾಹರಣೆ : 
							ତାକୁ ସାତୋଟି ମୁହଁରେ ଦାନା ଦେବାକୁ ପଡ଼ୁଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜାହାଜ ବା ନାଆର ଢାଞ୍ଚା
							ಉದಾಹರಣೆ : 
							ଜାହାଜର ପେଟର ଅଧିକାଂଶ ପାଣିରେ ରହେ
							
ಇತರ ಭಾಷೆಗಳಿಗೆ ಅನುವಾದ :