ಅರ್ಥ : ଉତ୍ତେଜିତକରିବା ବା ଉତ୍ତେଜନା କରିବାର ପ୍ରକ୍ରିୟା ବା ଭାବ
							ಉದಾಹರಣೆ : 
							ମୋହନ ରାମର ପ୍ରରୋଚନାରେ ସୋହନ ସହିତ କଳି ଆରମ୍ଭ କରିଦେଲା
							
ಸಮಾನಾರ್ಥಕ : ପ୍ରବର୍ତ୍ତନା, ମତାଣ, ମତେଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୁମାର୍ଗରେ ପ୍ରରୋଚିତ କରିବା ବା ଉସୁକେଇବାର ପ୍ରକ୍ରିୟା
							ಉದಾಹರಣೆ : 
							ଖରାପ ସାଙ୍ଗଙ୍କ ପ୍ରରୋଚନାରେ ପଡ଼ି ରାମ ଚୋରି କଲା
							
ಇತರ ಭಾಷೆಗಳಿಗೆ ಅನುವಾದ :