ಅರ್ಥ : କେହି ରହୁଥିବା ସ୍ଥାନ
							ಉದಾಹರಣೆ : 
							ସ୍ୱଚ୍ଛ ଓ ଖୋଲାଘର ସ୍ୱାସ୍ଥ୍ୟ ନିମନ୍ତେ ଲାଭଦାୟକ ହୋଇଥାଏ  ଏହି ଗଛ ହିଁ ଏସବୁ ପକ୍ଷୀଙ୍କ ବାସସ୍ଥାନ
							
ಸಮಾನಾರ್ಥಕ : ଆବାସ, ଘର, ନିବାସ, ବାସସ୍ଥାନ
ಇತರ ಭಾಷೆಗಳಿಗೆ ಅನುವಾದ :
वह स्थान जहाँ कोई रहता हो।
स्वच्छ और हवादार आवास स्वास्थ्य के लिए लाभदायक होता है।Housing that someone is living in.
He built a modest dwelling near the pond.ಅರ್ಥ : ବାୟୁରେ ମିଶିଥିବା କୌଣସି ବସ୍ତୁର କ୍ଷୁଦ୍ର ଅଂଶର ପ୍ରସାର ଯାହାର ଜ୍ଞାନ ବା ଅନୁଭବ ନାକରେ ହୁଏ
							ಉದಾಹರಣೆ : 
							ଜଙ୍ଗଲ ଅତିକ୍ରମ କରୁଥିବା ସମୟରେ ଜଙ୍ଗଲୀ ପୁଷ୍ପଗୁଡ଼ିକର ମହକ ଆସୁଥିଲା
							
ಇತರ ಭಾಷೆಗಳಿಗೆ ಅನುವಾದ :
The sensation that results when olfactory receptors in the nose are stimulated by particular chemicals in gaseous form.
She loved the smell of roses.ಅರ್ಥ : କୌଣସି ପ୍ରାଣୀର ବାସସ୍ଥାନ ହୋଇଥିବା ସ୍ଥାନ ବା କ୍ଷେତ୍ର
							ಉದಾಹರಣೆ : 
							ବାଘର ବାସସ୍ଥଳୀ ହେଉଛି ଜଙ୍ଗଲ  ଦୟାକରି ଆପଣଙ୍କ ନିବାସ ସ୍ଥଳ ସମ୍ପର୍କରେ କୁହନ୍ତୁ
							
ಸಮಾನಾರ್ಥಕ : ନିବାସ, ନିବାସସ୍ଥଳ, ନିବାସସ୍ଥାନ, ବାସସ୍ଥଳୀ, ବାସସ୍ଥାନ
ಇತರ ಭಾಷೆಗಳಿಗೆ ಅನುವಾದ :
वह स्थान या क्षेत्र जहाँ किसी प्राणी का आवास हो।
शेर का निवास स्थान जंगल है।The native habitat or home of an animal or plant.
habitation