ಅರ್ಥ : ପାଣି ବା କିଛି ତରଳ ପଦାର୍ଥରେ ଓଦାହେବାପାଇଁ କୌଣସି ବସ୍ତୁକୁ ସେଥିରେ ବୁଡ଼ାଇବା
							ಉದಾಹರಣೆ : 
							ସକାଳେ ଖାଇବାପାଇଁ ମାଆ ପ୍ରତିଦିନ ରାତିରେ ଚଣା ଭିଜାନ୍ତି
							
ಸಮಾನಾರ್ಥಕ : ଆର୍ଦ୍ର କରିବା, ପାଣିରେ ବୁଡ଼ାଇ ରଖିବା, ଭିଜେଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପାଣି କିମ୍ବା କୌଣସି ତରଳ ପଦାର୍ଥର ସଂଯୋଗରେ ନରମ କରିବା
							ಉದಾಹರಣೆ : 
							କୁମ୍ଭାର ମାଠିଆ ତିଆରି କରିବାପାଇଁ ମାଟି ଭିଜାଉଛି
							
ಸಮಾನಾರ್ಥಕ : ଓଦା କରିବା
ಇತರ ಭಾಷೆಗಳಿಗೆ ಅನುವಾದ :