ಅರ್ಥ : ନଦୀ, ସମୁଦ୍ରଆଦିର ପାଣିରେ ଅଳ୍ପ ଦୂରରେ କିଛି ସମୟ ରହିରହି ଉଠୁଥିବା ଜଳରାଶି ଯାହା ବାରମ୍ବାର ଆଗକୁ ମାଡ଼ିଆସିବା ପରି ଜଣାପଡ଼େ
							ಉದಾಹರಣೆ : 
							ସମୁଦ୍ରର ଲହଡ଼ି ବେଳାଭୂମିରେ ବାଧାପାଇ ଉପରକୁ ଉଠୁଅଛି
							
ಇತರ ಭಾಷೆಗಳಿಗೆ ಅನುವಾದ :
One of a series of ridges that moves across the surface of a liquid (especially across a large body of water).
moving ridge, waveಅರ್ಥ : ପ୍ରାକୃତିକ କିମ୍ବା କୃତିମ କାରଣରୁ ଉତ୍ପନ୍ନ ହେଉଥିବା କୌଣସି ବସ୍ତୁର ଲହରୀ ଯାହା କୌଣସି ଶରୀର ବା ବାତାବରଣରେ ଖେଳିଯାଏ
							ಉದಾಹರಣೆ : 
							ବିଜୁଳୀରେ ମଧ୍ୟ ତରଙ୍ଗ ଥାଏ
							
ಸಮಾನಾರ್ಥಕ : ତରଙ୍ଗ
ಇತರ ಭಾಷೆಗಳಿಗೆ ಅನುವಾದ :
A movement like that of a sudden occurrence or increase in a specified phenomenon.
A wave of settlers.