ଅର୍ଥ : ଯେ ପରାଜିତ ହୋଇନାହିଁ ବା ଯାହାଙ୍କୁ ହରାଇ ଦିଆଯାଇନାହିଁ
							ଉଦାହରଣ : 
							ଏହି ଖେଳରେ ଦୁଇଟି ଯାକ ଦଳ ଅପରାଜିତ ଅଛନ୍ତି ଏବଂ ଖେଳ ଅମୀମାଂସିତ ରହିଛି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାକୁ ଆଘାତ ହୋଇନାହିଁ
							ଉଦାହରଣ : 
							ଅନାହତ ଖେଳାଳି ଖେଳ ସମାପ୍ତ ହେବା ପର୍ଯ୍ୟନ୍ତ ସ୍ଥିର ରହିଲେ
							
ଅନ୍ୟ ଭାଷାରେ ଅନୁବାଦ :