ଅର୍ଥ : ଆଚରଣ କିମ୍ବା ବ୍ୟବହାରରେ ହେବା ବା ଆସିବା ବା ପ୍ରୟୋଗ କଲେ ଆଶାନୁରୂପ କାମ କରିବା
							ଉଦାହରଣ : 
							ମୋର ଦଶ ବର୍ଷର ପୁରୁଣା କାର ଆଜି ମଧ୍ୟ ଚାଲୁଅଛି
							
ଅନ୍ୟ ଭାଷାରେ ଅନୁବାଦ :
आचरण या व्यवहार में होना या आना या प्रयोग करने पर आशानुरूप काम करना।
मेरी दस साल पुरानी कार आज भी चल रही है।