ଅର୍ଥ : କାଠ, ମାଟି, ପଥରଆଦିରେ ପାଣିରଖିବା ନିମନ୍ତେ ତିଆରି ହୋଇଥିବା ଗଭୀର ପାତ୍ର
							ଉଦାହରଣ : 
							କୁଣ୍ଡଟି ପାଣିରେ ଭର୍ତ୍ତି ହୋଇଛି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଜଳସେଚନପାଇଁ କୂଅରୁ ପାଣି ବାହାର କରିବାର ଏକ ପାତ୍ର
							ଉଦାହରଣ : 
							କୃଷକ କୁଣ୍ଡଦ୍ୱାରା ପାଣି ବାହାର କରି କ୍ଷେତରେ ଜଳସେଚନ କରୁଛି
							
ଅନ୍ୟ ଭାଷାରେ ଅନୁବାଦ :
सिंचाई के लिए कुएँ से पानी निकालने का एक प्रकार का डोल।
किसान कूँड़ द्वारा पानी निकाल कर खेत की सिंचाई कर रहा है।ଅର୍ଥ : ମାଟିରେ ତିଆରି ଏକ ପ୍ରକାରର ବାସନ
							ଉଦାହରଣ : 
							କୁଣ୍ଡରେ ପାଣି ଗରମ କରାଯାଏ
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ତରଳ ପଦାର୍ଥ ବା ଗ୍ୟାସ୍ ରଖିବାପାଇଁ ଏକ ଢାଙ୍କୁଣିବାଲା କୁଣ୍ଡ
							ଉଦାହରଣ : 
							ଟାଙ୍କିରେ ପାଣି ଭର୍ତ୍ତିକରି ରଖ କାରଣ କାଲି ପାଣି ଆସିବନାହିଁ
							
ସମକକ୍ଷ : ଟାଙ୍କି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଛୋଟ ନନ୍ଦିଆ
							ଉଦାହରଣ : 
							ଶୀଲା ବାଛୁରୀକୁ କୁଣ୍ଡରେ ପାଣି ପେଉଛି
							
ଅନ୍ୟ ଭାଷାରେ ଅନୁବାଦ :