ଅର୍ଥ : ଯେଉଁ ପଦରେ ଶ୍ଳିଷ୍ଟ ଶବ୍ଦମାନଙ୍କର ପ୍ରୟୋଗ ହୋଇଛି ଏବଂ ସେଥିପାଇଁ ଯାହାର ଅର୍ଥ ସବୁଲୋକ ଶୀଘ୍ର ବୁଝି ପାରିବେନାହିଁ
							ଉଦାହରଣ : 
							ସୁର ଦାସଙ୍କ ଭ୍ରମର ଗୀତ କୂଟ ପଦରେ ଭର୍ତ୍ତି ହୋଇଛି
							
ସମକକ୍ଷ : କୂଟ ପଦ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହା କୂଟତାରେ ଭରା ବା ଯାହା ବହୁତ କଠିନ
							ଉଦାହରଣ : 
							ଯୁଧିଷ୍ଠିର ଯକ୍ଷଙ୍କ କୂଟ ପ୍ରଶ୍ନର ଉତ୍ତର ଦେଇ ନିଜ ଭାଇମାନଙ୍କୁ ବଞ୍ଚାଇଲେ
							
ସମକକ୍ଷ : କଠିନ, କୂଟତାପୂର୍ଣ୍ଣ, ଗମ୍ଭୀର, ଗୁଢ଼, ଜଟିଳ, ତେଢ଼ା
ଅନ୍ୟ ଭାଷାରେ ଅନୁବାଦ :
Difficult to analyze or understand.
A complicated problem.