ଅର୍ଥ : କୌଣସି ଯାନରେ ଯେଉଁ ପାତ୍ରରେ ଇନ୍ଧନ ଆଦି ଭର୍ତ୍ତି ହୁଏ
							ଉଦାହରଣ : 
							ଏହି କାରର ଟାଙ୍କିରେ ଗୋଟିଏ କଣା ହୋଇଯାଇଛି
							
ସମକକ୍ଷ : ଟେଙ୍କ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ତରଳ ପଦାର୍ଥ ବା ଗ୍ୟାସ୍ ରଖିବାପାଇଁ ଏକ ଢାଙ୍କୁଣିବାଲା କୁଣ୍ଡ
							ଉଦାହରଣ : 
							ଟାଙ୍କିରେ ପାଣି ଭର୍ତ୍ତିକରି ରଖ କାରଣ କାଲି ପାଣି ଆସିବନାହିଁ
							
ସମକକ୍ଷ : କୁଣ୍ଡ
ଅନ୍ୟ ଭାଷାରେ ଅନୁବାଦ :