ଅର୍ଥ : ଯେଉଁଥିରେ ତେଲ, ଘିଅ ଆଦି ଚିକଣିଆ ପଦାର୍ଥ ମିଶିନାହିଁ ବା ପଡ଼ିନାହିଁ
							ଉଦାହରଣ : 
							କୃଷକଟି ଖୁସିରେ ନୁଖୁରା ରୁଟି ଓ ଚଟଣି ଖାଉଛି
							
ସମକକ୍ଷ : ରୁଖା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁଥିରେ ସ୍ନେହ ବା ପ୍ରେମ ନାହିଁ
							ଉଦାହରଣ : 
							ତାର ଶୁଖିଲା ନିମନ୍ତ୍ରଣକୁ ମୁଁ ଅସ୍ୱୀକାର କଲି
							
ସମକକ୍ଷ : ଆଦରବିହୀନ, ପ୍ରେମଶୂନ୍ୟ, ଶୁଖିଲା, ସ୍ନେହ ରହିତ
ଅନ୍ୟ ଭାଷାରେ ଅନୁବାଦ :