ଅର୍ଥ : କାହାରିକୁ ଟାଣିବାପାଇଁ ପ୍ରବୃତ୍ତ କରିବା
							ଉଦାହରଣ : 
							ଜେଜେ ପିଲାମାନଙ୍କଦ୍ୱାରା ସ୍ପ୍ରିଙ୍ଗ ଟଣାଉଛନ୍ତି
							
ସମକକ୍ଷ : ଟଣାଇବା, ବିସ୍ତାରିତ କରାଇବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ବଢ଼ାଇବା କାମ ଅନ୍ୟ କାହାଦ୍ୱାରା କରାଇବା
							ଉଦାହରଣ : 
							ରହିମ ଠିକାଦାରକୁ କହି ତା ଘରେ ଏକ କୋଠରି ବଢ଼ାଇଲା
							
ସମକକ୍ଷ : ବର୍ଦ୍ଧିତ କରାଇବା, ବୃଦ୍ଧି କରାଇବା, ବଢ଼ାଇବା
ଅନ୍ୟ ଭାଷାରେ ଅନୁବାଦ :