ଅର୍ଥ : ତେଲ ବା ଘିଅରେ ତିଆରି ହୋଇଥିବା ଖାଦ୍ୟ
							ଉଦାହରଣ : 
							ପର୍ବପର୍ବାଣିରେ ମାଲପୁଆ, ପୁରୀ ଆଦି ନାନା ରକମର ଖାଦ୍ୟ ତିଆରି କରାଯାଏ
							
ଅନ୍ୟ ଭାଷାରେ ଅନୁବାଦ :
तेल या घी में पकाया हुआ खाद्य।
त्योहारों में मालपुआ, पूरी आदि तरह-तरह के पकवान बनते हैं।ଅର୍ଥ : ଭାତ, ରୁଟିଆଦି ସହିତ ଖିଆଯାଉଥିବା ପଦାର୍ଥ
							ଉଦାହରଣ : 
							ପର୍ବପର୍ବାଣୀରେ ଭିନ୍ନ ଭିନ୍ନ ପ୍ରକାର ବ୍ୟଞ୍ଜନ ତିଆରି ହୁଏ
							
ଅନ୍ୟ ଭାଷାରେ ଅନୁବାଦ :
चावल, रोटी आदि के साथ खाये जाने वाले पदार्थ।
त्योहारों में तरह-तरह के व्यंजन बनाए जाते हैं।ଅର୍ଥ : ରୋଷେଇ ହୋଇଥିବା ମସଲାଦାର ବା ପାଣିଆ ତରକାରୀ
							ଉଦାହରଣ : 
							ଖାଦ୍ୟରେ ଗୋଟିଏ ତରକାରି ଆଉ ଗୋଟିଏ ଭଜା ତାଙ୍କର ନିହାତି ଆବଶ୍ୟକ
							
ଅନ୍ୟ ଭାଷାରେ ଅନୁବାଦ :
(East Indian cookery) a pungent dish of vegetables or meats flavored with curry powder and usually eaten with rice.
curry