ଅର୍ଥ : ଉତ୍କୃଷ୍ଟ ବା ବହୁମୂଲ୍ୟ ବସ୍ତୁଗୁଡ଼ିକର ସଂଗ୍ରହ
							ଉଦାହରଣ : 
							ତା ପାଖରେ ପୁରୁଣା ଗହଣା, ମୁଦ୍ରା ଆଦିର ଭଣ୍ଡାର ରହିଛି
							
ସମକକ୍ଷ : କୋଷ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଷୟରେ ଜ୍ଞାନ ବା ଗୁଣ ଆଦିର ବହୁତ ବଡ଼ ଗନ୍ତାଘର
							ଉଦାହରଣ : 
							ସନ୍ଥ କବୀର ଜ୍ଞାନର ଭଣ୍ଡାର ଥିଲେ
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁ ସ୍ଥାନରେ କୋଷ ବା ବହୁତ ଧନ ରହିଥାଏ
							ଉଦାହରଣ : 
							ଡକାୟତମାନେ ଭଣ୍ଡାରରେ ରଖାଯାଇଥିବା ସବୁ ଧନ ଚୋରେଇନେଲେ
							
ଅନ୍ୟ ଭାଷାରେ ଅନୁବାଦ :
A storehouse for treasures.
treasure house