ଅର୍ଥ : ସୂର୍ଯ୍ୟ ବା ଚନ୍ଦ୍ରମାଙ୍କ ଚାରି ପଟେ ଦେଖାଯାଉଥିବ ପରିଧି ବା ପରିବେଶ
							ଉଦାହରଣ : 
							ସୂର୍ଯ୍ୟ ମଣ୍ଡଳରେ କେତେକ ଗ୍ରହ ବୁଲୁଥାନ୍ତି
							
ଅନ୍ୟ ଭାଷାରେ ଅନୁବାଦ :
A solid figure bounded by a spherical surface (including the space it encloses).
sphereଅର୍ଥ : କ୍ଷେତ୍ରଆଦିର ଏଭଳି ବିଭାଗ ଯାହା ଜଣେ ବିଶେଷ ଅଧିକାରୀଙ୍କ ଅଧୀନରେ ଥାଏ ଏବଂ ଯାହା ଜିଲ୍ଲାଆଦିରେ ବିଭାଜିତ ହୋଇଥାଏ
							ଉଦାହରଣ : 
							ସେ ଉତ୍ତରପ୍ରଦେଶର ଗୋରଖପୁର ମଣ୍ଡଳର ଅଧିବାସୀ
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
							ଉଦାହରଣ : 
							ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
							
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଭୂଗୋଳରେ ଗରମ ଓ ଥଣ୍ଡା ଭିତ୍ତିରେ କରାଯାଇଥିବା ପୃଥିବୀର ପାଞ୍ଚ ଭାଗରୁ ଗୋଟିଏ ଭାଗ
							ଉଦାହରଣ : 
							ଉତ୍ତର ମେରୁ ହିମ ମଣ୍ଡଳରେ ଆସୁଅଛି
							
ସମକକ୍ଷ : ଶୀତ କଟିବନ୍ଧ, ହିମ କଟିବଂଧ, ହିମ ମଣ୍ଡଳ
ଅନ୍ୟ ଭାଷାରେ ଅନୁବାଦ :
Any of the regions of the surface of the Earth loosely divided according to latitude or longitude.
geographical zone, zone