ଅର୍ଥ : ବିନା ବିରାମରେ, ବିନା କ୍ରମଭଙ୍ଗରେ ବା ନ ଅଟକି
							ଉଦାହରଣ : 
							ଦୁଇ ଘଣ୍ଟା ଧରି ଲଗାତାର ବର୍ଷା ହେଉଛି  ସଚିନ ଲାଗଲାଗ ଛକା ଲଗେଇଚାଲିଛି
							
ସମକକ୍ଷ : ଅନବରତ, ଅବିରତ, ଅବିରାମ, ଅବିଶ୍ରାନ୍ତ, ଅହରହ, ଧମାଧମ, ନିରନ୍ତର, ଲାଗଲାଗ
ଅନ୍ୟ ଭାଷାରେ ଅନୁବାଦ :
बिना विराम के या बिना रुके या बिना क्रम-भंग के।
दो घंटे से लगातार बारिश हो रही है।