ଅର୍ଥ : ଚନ୍ଦ୍ରମା ବା ତାହାର ଜ୍ୟୋତିର ଷୋହଳତମ ଭାଗ ବା ଅଂଶ
							ଉଦାହରଣ : 
							ପୂର୍ଣ୍ଣିମାର ଚନ୍ଦ୍ରମା ନିଜର ଷୋହଳ କଳାରେ ଯୁକ୍ତ ହୋଇଥାଏ
							
ସମକକ୍ଷ : କଳା, ଚନ୍ଦ୍ରକଳା, ଚନ୍ଦ୍ରରେଖା, ଶଶୀରେଖ, ଶଶୀରେଖା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଗୋଟିଏ ବର୍ଣ୍ଣବୃତ୍ତ
							ଉଦାହରଣ : 
							ମଣି ଗୁଣର ପ୍ରତ୍ୟେକ ପାଦରେ ଚାରଟି ନଗଣ ଏବଂ ଗୋଟିଏ ସଗଣ ହୋଇଥାଏ
							
ସମକକ୍ଷ : ମଣି ଗୁଣ
ଅନ୍ୟ ଭାଷାରେ ଅନୁବାଦ :